Biblia Todo Logo
Bib sou entènèt

- Piblisite -




ରୋମୀୟ 10:20 - ପବିତ୍ର ବାଇବଲ

20 ଏହା ପରେ ଯିଶାଇୟ ନିର୍ଭୟ ହୋଇ କହନ୍ତି: “ଯେଉଁ ଲୋକମାନେ ମୋତେ ଖୋଜୁ ନ ଥିଲେ ସେମାନେ ପାଇଲେ। ଯେଉଁମାନେ ଖୋଜି ନାହାନ୍ତି ସେମାନଙ୍କ ପାଇଁ ମୁଁ ନିଜକୁ ପ୍ରକାଶ କଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତାହାପରେ ଯିଶାଇୟ ସାହସରେ କହନ୍ତି, ‘ଯେଉଁମାନେ ଆମ୍ଭର ଅନ୍ଵେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।ʼ

Gade chapit la Kopi

ଓଡିଆ ବାଇବେଲ

20 ତାହା ପରେ ଯିଶାଇୟ ସାହସରେ କହନ୍ତି, "ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ ।'

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଯିଶାଇୟ ଆହୁରି ସାହସର ସହିତ କହିଛନ୍ତି, “ଆମ୍ଭଙ୍କୁ ଅନ୍ୱେଷଣ କରୁ ନ ଥିବା ଲୋକମାନେ ଆମ୍ଭର ସନ୍ଧାନ ପାଇଲେ; ଯେଉଁମାନେ ଆମର ଅନୁସନ୍ଧାନ କରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”

Gade chapit la Kopi




ରୋମୀୟ 10:20
14 Referans Kwoze  

ତା'ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ।


ପୁଣି ସଦାପ୍ରଭୁ କହିଲେ, “ତୁମ୍ଭେ ଯାକୁବର ପରିବାରବର୍ଗକୁ ଉ‌‌‌ତ୍‌‌‌ଥାପନ କରିବା ପାଇଁ ଓ ଇସ୍ରାଏଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ। ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ଯେପରି ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ ଆମ୍ଭ କୃତ ପରିତ୍ରାଣ ସ୍ୱରୂପ ହେବ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତିସ୍ୱରୂପ କରିବା।”


ମାଲିକ ଗ୍ଭକରକୁ କହିଲେ, ‘ରାଜପଥ ଓ ଗ୍ରାମପଥକୁ ଗ୍ଭଲିଯାଅ। ସେଠାରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଗ୍ଭହେଁ, ମୋ’ ଘର ପୁରାପୁରି ଭରିଯାଉ।’


“ଏହିଭଳି ଭାବରେ ବର୍ତ୍ତମାନ ଯେଉଁ ଲୋକ ସର୍ବଶେଷରେ ଅଛନ୍ତି, ଭବିଷ୍ୟତରେ ସେମାନେ ପ୍ରଥମ ସ୍ଥାନ ପାଇବେ। ଏବଂ ଯେଉଁ ଲୋକମାନେ ବର୍ତ୍ତମାନ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନ ପାଇବେ।”


ଉଚ୍ଚସ୍ୱରରେ ଘୋଷଣା କର, ସ୍ୱର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସେମାନଙ୍କର ଅଧର୍ମ ବିଷୟରେ ଓ ଯାକୁବ ବଂଶକୁ ସେମାନଙ୍କ ପାପ ସମ୍ବନ୍ଧରେ ଜଣାଅ।


ତେଣୁ ସେ ଅନେକ ଦେଶୀୟମାନଙ୍କୁ ଚମକାଇ ଦେବେ। ରାଜାମାନେ ତାଙ୍କ ସମ୍ମୁଖରେ ନିଜ ନିଜ ମୁଖ ବନ୍ଦ ରଖିବେ। କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ ତାହା ସେମାନେ ବୁଝିବେ।”


ଦୁଷ୍ଟ ଲୋକମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି।


ପରମେଶ୍ୱର ଆମ୍ଭକୁ ପ୍ରଥମେ ପ୍ରେମ କରିବାରୁ ଆମ୍ଭେମାନେ ତାହାଙ୍କୁ ପ୍ରେମ କରିଲୁା


ଇସ୍ରାଏଲର ଲୋକେ ଧାର୍ମିକ ହେବା ପାଇଁ ବ୍ୟବସ୍ଥା ପାଳନ କରି ମଧ୍ୟ କୃତକାର୍ଯ୍ୟ ହେଲେ ନାହିଁ।


ସେମାନେ ଜାଣି ନ ଥିଲେ ଯେ, ପରମେଶ୍ୱର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କରନ୍ତି। ସେମାନେ ଧାର୍ମିକ ହେବା ପାଇଁ ନିଜର ଉପାୟ ଦ୍ୱାରା ଚେଷ୍ଟା କଲେ। ଅତଏବ ସେମାନେ ଧାର୍ମିକତା ବୋଲି ଗଣିତ ପରମେଶ୍ୱରଙ୍କ ମାର୍ଗର ଅନୁସରଣ କଲେ ନାହିଁ।


Swiv nou:

Piblisite


Piblisite