Biblia Todo Logo
Bib sou entènèt

- Piblisite -




ରୋମୀୟ 11:19 - ପବିତ୍ର ବାଇବଲ

19 ତୁମ୍ଭେମାନେ କହି ପାର, “ସେ ଗଛର ଡାଳଗୁଡ଼ିକ ଭାଙ୍ଗି ପଡ଼ିବାରୁ ମୁଁ ତା’ ସହିତ ସଂଯୁକ୍ତ ହେଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇ ପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

19 ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇ ପାରେ, ଏଥି ନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତୁମେ କହିପାର, “ହଁ, କିନ୍ତୁ ମୋତେ ସ୍ଥାନ ଦେବା ପାଇଁ ତ ସେହି ଶାଖାଗୁଡ଼ିକୁ ଛିନ୍ନ କରାଯାଇଥିଲା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି।

Gade chapit la Kopi




ରୋମୀୟ 11:19
4 Referans Kwoze  

ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।


ତା'ହେଲେ ତୁମ୍ଭେ ମୋତେ ପ୍ରଶ୍ନ କରି ପାର ଯେ “ସେ ଆମ୍ଭର ଦୋଷ କାହିଁକି ଧରନ୍ତି?”


Swiv nou:

Piblisite


Piblisite