Biblia Todo Logo
Bib sou entènèt

- Piblisite -




ରୋମୀୟ 11:30 - ପବିତ୍ର ବାଇବଲ

30 ଆଗରୁ ତୁମ୍ଭେମାନେ ପରମେଶ୍ୱରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ୱରୂପ, ତୁମ୍ଭେମାନେ ଅନୁଗ୍ରହ ପ୍ରାପ୍ତ କରିଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ଵରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ଵାରା ଦୟା ପ୍ରାପ୍ତ ହୋଇଅଛ,

Gade chapit la Kopi

ଓଡିଆ ବାଇବେଲ

30 ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ୱରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ଅଣଇହୁଦୀମାନେ ପୂର୍ବେ ଈଶ୍ୱରଙ୍କ ଅବାଧ୍ୟ ଥିଲେ; କିନ୍ତୁ ବର୍ତ୍ତମାନ ଇହୁଦୀମାନଙ୍କ ଅବାଧ୍ୟତା ହେତୁ ଅଣଇହୁଦୀମାନେ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତ ହୋଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ବରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ଯିହୁଦୀମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,

Gade chapit la Kopi




ରୋମୀୟ 11:30
14 Referans Kwoze  

ତୁମ୍ଭମାନଙ୍କର ପୂର୍ବ ପାପପୂର୍ଣ୍ଣ ଜୀବନରେ ମଧ୍ୟ ତୁମ୍ଭେମାନେ ଏହି କାମଗୁଡ଼ିକ କରିଥିଲ।


ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟରେ କହୁଛି। ଏ ବିଷୟରେ ପ୍ରଭୁଙ୍କଠାରୁ ମୋତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମୋ’ ପ୍ରତି ଦୟା ଦେଖାଇ ଥିବାରୁ ଓ ମୁଁ ବିଶ୍ୱାସଭାଜନ ହୋଇ ଥିବାରୁ, ମୁଁ ମୋର ମତାମତ ଦେଉଛି।


ପରମେଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।


ଏବେ ଯିହୂଦୀମାନେ ଅବଜ୍ଞା କରୁଛନ୍ତି, କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ଅନୁଗ୍ରହ କରୁଛନ୍ତି। କିନ୍ତୁଏହା ଘଟିଲା, ଯେହେତୁ ସେମାନେ ମଧ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରି ପାରିବେ।


ଅତୀତରେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ଅଟ। ଅତୀତରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଲାଭ କରିଛ।


ତୀମଥି! ତୁମ୍ଭେ ମୋ’ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତରେ ତୁମ୍ଭ ବିଷୟରେ ଯାହାସବୁ ଭବିଷ୍ୟ‌‌ଦ୍‌‌‌‌ବାଣୀ କୁହା ଯାଇଥିଲା, ତା'ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସେହି ଭବିଷ୍ୟ‌‌ଦ୍‌‌‌‌ବାଣୀର ଅନୁସରଣ କରିବ ଓ ବିଶ୍ୱାସର ଉତ୍ତମ ଲଢ଼େଇ ଲଢ଼ି ପାରିବ।


ପରମେଶ୍ୱର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡ଼ିକ ଦିଅନ୍ତି; ସେମାନଙ୍କ ପ୍ରତି ପରମେଶ୍ୱର ନିଜର ମନ କେବେ ହେଲେ ପରିବର୍ତ୍ତନ କରନ୍ତି ନାହିଁ।


ଅଣଯିହୂଦୀ ଲୋକେ, ପରମେଶ୍ୱରଙ୍କ ଦ୍ୱାରା ପ୍ରଦତ୍ତ କରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ୟ ସେ ଏହା କଲେ। ଶାସ୍ତ୍ର କୁହେ: “ସେଥିପାଇଁ ମୁଁ ଅଣଯିହୂଦୀ ଲୋକଙ୍କ ଭିତରେ ତୁମ୍ଭକୁ ଧନ୍ୟବାଦ ଜଣାଇବି, ଓ ତୁମ୍ଭ ନାମର ମହିମା ଗାନ କରିବି।”


ପରମେଶ୍ୱରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ୱରଙ୍କ ଆଜ୍ଞାର ଅବାଧ୍ୟ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ।


Swiv nou:

Piblisite


Piblisite