ରୋମୀୟ 11:7 - ପବିତ୍ର ବାଇବଲ7 ଇସ୍ରାଏଲର ଲୋକେ ଯାହା ପାଇଁ ପରମେଶ୍ୱରଙ୍କଠାରେ ଧାର୍ମିକ ହେବା ଚେଷ୍ଟା କରିଥିଲେ, କିନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ଼ ହୋଇ ପରମେଶ୍ୱରଙ୍କ କଥା ଶୁଣିବା ପାଇଁ ମନା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ; Gade chapit laଓଡିଆ ବାଇବେଲ7 ତେବେ କ'ଣ ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ; Gade chapit laପବିତ୍ର ବାଇବଲ (CL) NT (BSI)7 ତେବେ କ’ଣ ହେଲା? ଇଶ୍ରାଏଲୀୟମାନେ ଯାହା ଖୋଜୁଥିଲେ, ତାହା ପାଇଲେ ନାହିଁ। କେବଳ ଈଶ୍ୱର ମନୋନୀତ କରିଥିବା ଗୋଟିଏ ଛୋଟ ଦଳ ତା’ର ସନ୍ଧାନ ପାଇଲେ। ଅନ୍ୟ କେହି ଈଶ୍ୱରଙ୍କ ଆହ୍ୱାନ ପ୍ରତି ମନୋଯୋଗ କଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ; Gade chapit la |
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।
ଯଦି ସେମାନେ ମୋ’ ପାଇଁ ବିପଦ ସୃଷ୍ଟି କରନ୍ତି, ମୁଁ ସେଥିପାଇଁ ଚିନ୍ତିତ ନୁହେଁ। ମୁଖ୍ୟ କଥା ହେଲା ଯେ ସେମାନେ ଖ୍ରୀଷ୍ଟଙ୍କ ବିଷୟରେ କହୁଛନ୍ତି। ମୁଁ ମଧ୍ୟ ଗ୍ଭହେଁ ଯେ ସେମାନେ ଖ୍ରୀଷ୍ଟଙ୍କ ବିଷୟରେ ଲୋକମାନଙ୍କୁ କୁହନ୍ତୁ। ସେମାନେ ଭଲ ଉଦ୍ଦେଶ୍ୟ ରଖି ସେହିପରି କରନ୍ତୁ। କିନ୍ତୁ ଉଦ୍ଦେଶ୍ୟ ଭଲ ହେଉ ବା ମନ୍ଦ, ପ୍ରଗ୍ଭର ତ ଯୀଶୁଙ୍କର ହେଉଛି, ସେଥିପାଇଁ ମୁଁ ଆନନ୍ଦିତ। ମୁଁ ଆନନ୍ଦିତ ହେଉଥିବି ମଧ୍ୟ।
ସେମାନଙ୍କୁ ବିଭ୍ରାନ୍ତ କର। ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସେହିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ କର ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତରେ ବୁଝି ପାରିବେ। ଲୋକମାନେ ସେମାନଙ୍କର ସର୍ବାନ୍ତକରଣରେ ବୁଝିପାରିବେ। ଏହା କଲେ ସେମାନେ ମୋ’ ନିକଟକୁ ଫେରି ଆସିବେ ଓ ମୋ'ଠାରୁ ସୁସ୍ଥତା ପାଇବେ।”