ରୋମୀୟ 12:13 - ପବିତ୍ର ବାଇବଲ13 ପରମେଶ୍ୱରଙ୍କ ନିଜ ଲୋକମାନଙ୍କର କାମରେ ସାହାଯ୍ୟ କର। ଯେଉଁମାନଙ୍କୁ ସାହାଯ୍ୟ ଦରକାର ସେମାନଙ୍କ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସେମାନଙ୍କୁ ଅତିଥି ଭାବରେ ସ୍ୱାଗତ କର। Gade chapit laପବିତ୍ର ବାଇବଲ (Re-edited) - (BSI)13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ-ସତ୍କାରରେ ବ୍ରତୀ ହୁଅ। Gade chapit laଓଡିଆ ବାଇବେଲ13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ । Gade chapit laପବିତ୍ର ବାଇବଲ (CL) NT (BSI)13 ଖ୍ରୀଷ୍ଟବିଶ୍ୱାସୀମାନଙ୍କର ଅଭାବ ମୋଚନ କର। ଆତିଥ୍ୟପରାୟଣ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ। Gade chapit la |
ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।
ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା'ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା'ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।