ରୋମୀୟ 12:7 - ପବିତ୍ର ବାଇବଲ7 ଯଦି କାହାକୁ ସେବା କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତେବେ ସେ ନିଜକୁ ସେବା ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦେବା ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ନିଜକୁ ପ୍ରଗ୍ଭର କାର୍ଯ୍ୟରେ ଲଗାଇ ଦେଉ। Gade chapit laପବିତ୍ର ବାଇବଲ (Re-edited) - (BSI)7 କିମ୍ଵା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; Gade chapit laଓଡିଆ ବାଇବେଲ7 କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; Gade chapit laପବିତ୍ର ବାଇବଲ (CL) NT (BSI)7 ଯଦି ସେବା କରିବା ପାଇଁ ସେହି ଶକ୍ତି ପାଇଛୁ, ଆମେ ସେବା କରିବାକୁ ହେବ; ଶିକ୍ଷା ଦେବା ପାଇଁ ଶକ୍ତି ପାଇଥିଲେ, ଶିକ୍ଷା ଦେବାକୁ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; Gade chapit la |
ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।