Biblia Todo Logo
Bib sou entènèt

- Piblisite -




ରୋମୀୟ 13:10 - ପବିତ୍ର ବାଇବଲ

10 ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।

Gade chapit la Kopi

ଓଡିଆ ବାଇବେଲ

10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ମୋଶାଙ୍କ ବ୍ୟବସ୍ଥା ସଫଳ କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ତୁମେ ଜଣକୁ ପ୍ରେମ କରୁଥିଲେ, ତା’ ପ୍ରତି କେବେ ଅନ୍ୟାୟ କରିବ ନାହିଁ। ତେଣୁ ପ୍ରେମ କରିବା ଦ୍ୱାରା ହିଁ ସମସ୍ତ ବ୍ୟବସ୍ଥା ପାଳନ କରାଯାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।

Gade chapit la Kopi




ରୋମୀୟ 13:10
7 Referans Kwoze  

କାହାର ଋଣୀ ହୁଅ ନାହିଁ। କିନ୍ତୁ ପରସ୍ପର ପ୍ରତି ପ୍ରେମର ଋଣରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବାସିକୁ ପ୍ରେମ କରେ ସେ ସମ୍ପୂର୍ଣ୍ଣ ବ୍ୟବସ୍ଥା ମାନିଛି।


“ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କର ଶିକ୍ଷାର ଅର୍ଥ।


“ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭେମାନେ ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରୁଛି, ତୁମ୍ଭେମାନେ ପରସ୍ପରକୁ ସେହିପରି ପ୍ରେମ କରିବା ଉଚିତ୍।


ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହୋଇଛି: “ନିଜକୁ ପ୍ରେମ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ରେମ କର।”


ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ୟ କରେ। ଶାସ୍ତ୍ରରେ ଏହି ରାଜକୀୟ ନିୟମଟି ମିଳେ: “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।” ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା'ହେଲେ ତୁମ୍ଭେ ଠିକ୍ କରୁଛ।


Swiv nou:

Piblisite


Piblisite