ରୋମୀୟ 13:14 - ପବିତ୍ର ବାଇବଲ14 ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ଉଦ୍ରେକ କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ। Gade chapit laଓଡିଆ ବାଇବେଲ14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)14 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ପାପ ପ୍ରତି ବିମୁଖ ହୁଅ ଓ ନିଜର ଲାଳସାଗୁଡ଼ିକୁ ଚରିତାର୍ଥ କର ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ। Gade chapit la |