ରୋମୀୟ 13:5 - ପବିତ୍ର ବାଇବଲ5 ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ୟ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହେବ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଜାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)5 ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ। Gade chapit laଓଡିଆ ବାଇବେଲ5 ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ । Gade chapit laପବିତ୍ର ବାଇବଲ (CL) NT (BSI)5 ଏଣୁ ତୁମ୍ଭେମାନେ ଶାସକମାନଙ୍କର ବାଧ୍ୟ ହେବା ଉଚିତ୍- କେବଳ ଈଶ୍ୱରଙ୍କ ଦଣ୍ଡ ଭୟରେ ନୁହେଁ, ମାତ୍ର ନିଜ ବିବେକର ଦଂଶନରୁ ରକ୍ଷା ପାଇବା ପାଇଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ। Gade chapit la |
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।