ରୋମୀୟ 14:13 - ପବିତ୍ର ବାଇବଲ13 ତା'ହେଲେ ଆମ୍ଭେ ଏକଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡ଼ିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ଵା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର। Gade chapit laଓଡିଆ ବାଇବେଲ13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର । Gade chapit laପବିତ୍ର ବାଇବଲ (CL) NT (BSI)13 ତେଣୁ ପରସ୍ପରକୁ ବିଚାର କର ନାହିଁ। ଏପରି ମଧ୍ୟ କିଛି କର ନାହିଁ, ଯଦ୍ଦ୍ୱାରା ତୁମ ଭାଇ ଝୁଣ୍ଟି ପଡ଼ି ପାପ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର। Gade chapit la |
ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା'ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ।