ରୋମୀୟ 14:2 - ପବିତ୍ର ବାଇବଲ2 ଜଣେ ଲୋକ କୌଣସି ପ୍ରକାରର ଖାଦ୍ୟ ଖାଇ ପାରିବ ବୋଲି ବିଶ୍ୱାସ କରିପାରେ। କିନ୍ତୁ ଯଦି ଅନ୍ୟ ଜଣକର ବିଶ୍ୱାସ ଦୁର୍ବଳ, ସେ କେବଳ ଶାକାହାରୀ ଭୋଜନ ଖାଏ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ଵାସ ଅଛି, କିନ୍ତୁ ଯେ ବିଶ୍ଵାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ। Gade chapit laଓଡିଆ ବାଇବେଲ2 ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ । Gade chapit laପବିତ୍ର ବାଇବଲ (CL) NT (BSI)2 ଜଣେ ବିଶ୍ୱାସ କରେ, ସେ ଯେ କୌଣସି ଖାଦ୍ୟ ଖାଇ ପାରିବ, ଆଉ ଜଣେ ଦୁର୍ବଳ ବିଶ୍ୱାସୀ କେବଳ ନିରାମିଷ ଖାଦ୍ୟ ଖାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ। Gade chapit la |
ଯେତେବେଳେ ପିତର ପ୍ରଥମ ଆନ୍ତିୟଖିଆକୁ ଆସିଥିଲେ, ସେ ଅଣଯିହୂଦୀଙ୍କ ସହିତ ଖିଆପିଆ କରୁଥିଲେ ଓ ସଂମ୍ପର୍କ ରଖିଥିଲେ। ମାତ୍ର ଯେତେବେଳେ ଯାକୁବଙ୍କ ନିକଟରୁ କେତେକ ଯିହୂଦୀଲୋକ ଆସିଲେ, ସେମାନେ ଆସିଲା ପରେ ପିତର ଅଣଯିହୂଦୀଲୋକଙ୍କ ସହିତ ଖିଆପିଆ ବନ୍ଦ କରିଦେଲେ, ଓ ସେମାନଙ୍କଠାରୁ ଦୂରରେ ରହିଲେ। ସୁନ୍ନତ ହେବା କଥାରେ ବିଶ୍ୱାସ କରୁଥିବା ଲୋକମାନଙ୍କ ଭୟରେ ପିତର ଏପରି ଆଚରଣ କଲେ।