Biblia Todo Logo
Bib sou entènèt

- Piblisite -




ରୋମୀୟ 15:10 - ପବିତ୍ର ବାଇବଲ

10 ଶାସ୍ତ୍ର ଏ ଭଳି ମଧ୍ୟ କୁହେ, “ତୁମ୍ଭେ ଅଣଯିହୂଦୀମାନେ, ପରମେଶ୍ୱରଙ୍କର ବଛା ହୋଇଥିବା ଲୋକଙ୍କ ସହିତ ପ୍ରସନ୍ନ ରହିବା ଉଚିତ୍।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁନଶ୍ଚ ସେ କହନ୍ତି, ହେ ବିଜାତିମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର।

Gade chapit la Kopi

ଓଡିଆ ବାଇବେଲ

10 ପୁନଶ୍ଚ ସେ କହନ୍ତି, ହେ ଅଣଯିହୂଦୀମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଆହୁରି ମଧ୍ୟ ଲେଖାଅଛି: “ଅଣଇହୁଦୀମାନେ ଈଶ୍ୱରଙ୍କ ଲୋକମାନଙ୍କ ସହିତ ଆନନ୍ଦ କରନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁନଶ୍ଚ ସେ କହନ୍ତି, “ହେ ଅଣଯିହୁଦୀମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର।”

Gade chapit la Kopi




ରୋମୀୟ 15:10
10 Referans Kwoze  

“ହେ ଜାତିଗଣ, ତାଙ୍କର ଲୋକମାନଙ୍କ ପାଇଁ ଗାନ କର। କାରଣ ସେ ଆପଣା ଦାସମାନଙ୍କର ରକ୍ତପାତର ପ୍ରତିଶୋଧ ନେବେ। ସେ ଆପଣା ବିପକ୍ଷଗଣଙ୍କ ବିରୁଦ୍ଧରେ ପ୍ରତିଶୋଧ ନେବେ। ପୁଣି ସେ ଆପଣା ଦେଶ ଓ ଆପଣା ଲୋକମାନଙ୍କ ନିମନ୍ତେ ପ୍ରତିଶୋଧ ନେବେ ଏବଂ ତାଙ୍କର ଦେଶ ନିମନ୍ତେ ସେ ପ୍ରାୟଶ୍ଚିତ କରିବେ।”


ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର। ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର। ସେଲା


ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ କରୁ। ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।


ଯିରୁଶାଲମକୁ ପ୍ରେମ କରୁଥିବା ତୁମ୍ଭେମାନେ ସମସ୍ତେ ତା’ ସହିତ ଆନନ୍ଦ କର ଓ ତା’ ପାଇଁ ଉଲ୍ଲସିତ ହୁଅ। ପୁଣି ତା’ ପାଇଁ ଶୋକ କରୁଥିବା ତୁମ୍ଭେମାନେ ସମସ୍ତେ ତା'ର ଆନନ୍ଦ ପାଇଁ ଉଲ୍ଲାସ କର।


Swiv nou:

Piblisite


Piblisite