ରୋମୀୟ 15:18 - ପବିତ୍ର ବାଇବଲ18 ମୁଁ ନିଜେ କରିଥିବା କାର୍ଯ୍ୟ ବିଷୟରେ କିଛି କହିବି ନାହିଁ। ମୁଁ କେବଳ ସେହି କଥା ଗୁଡ଼ିକ କହିବି, ଯାହା ଖ୍ରୀଷ୍ଟ ଯୀଶୁ ମୋ’ ଦ୍ୱାରା କରିଛନ୍ତି ଯଦ୍ଦ୍ୱାରା ଅଣଯିହୂଦୀମାନେ ପରମେଶ୍ୱରଙ୍କ ବାଧ୍ୟ ହେବେ। ସେମାନେ ମୋ’ କଥା ଓ କାର୍ଯ୍ୟ ପାଇଁ ପରମେଶ୍ୱରଙ୍କୁ ମାନିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 କାରଣ ବିଜାତିମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ଵାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ। Gade chapit laଓଡିଆ ବାଇବେଲ18 କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)18 ଅଣଇହୁଦୀମାନଙ୍କୁ ଈଶ୍ୱରଙ୍କ ଆଜ୍ଞାବହ କରାଇବା ନିମନ୍ତେ ଖ୍ରୀଷ୍ଟ ମୋ’ ଦ୍ୱାରା କଅଣ ସାଧନ କରିଛନ୍ତି, କେବଳ ଏ କଥା କହିବାକୁ ମୁଁ ସାହସୀ ହୋଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଅଣଯିହୁଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ। Gade chapit la |