ରୋମୀୟ 15:7 - ପବିତ୍ର ବାଇବଲ7 ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେମାନେ ପରସ୍ପରକୁ ଗ୍ରହଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)7 ଅତଏବ ଈଶ୍ଵରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର। Gade chapit laଓଡିଆ ବାଇବେଲ7 ଅତଏବ ଈଶ୍ୱରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର । Gade chapit laପବିତ୍ର ବାଇବଲ (CL) NT (BSI)7 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଈଶ୍ୱରଙ୍କ ମହିମା ନିମନ୍ତେ ତୁମ୍ଭେମାନେ ସେହିପରି ପରସ୍ପରକୁ ଗ୍ରହଣ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅତଏବ ଈଶ୍ବରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର। Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।