Biblia Todo Logo
Bib sou entènèt

- Piblisite -




ରୋମୀୟ 16:15 - ପବିତ୍ର ବାଇବଲ

15 ଫିଲଲଗ, ଯୁଲିୟା, ନୀରୂସ୍‌‌ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସେମାନଙ୍କ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଫିଲଲଗ ଓ ଯୂଲିଆ, ନୀରୂସ୍ ଓ ତାଙ୍କ ଭଗ୍ନୀ; ପୁଣି ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ।

Gade chapit la Kopi

ଓଡିଆ ବାଇବେଲ

15 ଫିଲଲଗ ଓ ଯୂଲିଅ, ନୀରୂସ୍‍ ଓ ତାଙ୍କ ଭଗ୍ନୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେମାନଙ୍କ ସଙ୍ଗରେ ରହୁଥିବା ଭାଇମାନଙ୍କୁ, ଫିଲଲୋଗ ଓ ୟୁଲିୟା, ନୀରୁସ୍ ଓ ତାଙ୍କ ଭଗ୍ନୀ ଏବଂ ଅଲୁଦା ଓ ସେମାନଙ୍କ ସଙ୍ଗରେ ରହୁଥିବା ସମସ୍ତ ସାଧୁଙ୍କୁ ମୋର ଅଭିବାଦନ ଜଣାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଫିଲଲଗ ଓ ଯୂଲିଅ, ନୀରୂସ୍‍ ଓ ତାହାଙ୍କ ଭଉଣୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ।

Gade chapit la Kopi




ରୋମୀୟ 16:15
8 Referans Kwoze  

ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କଠାରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସେଗୁଡ଼ିକ ଦ୍ୱାରା ତାହାଙ୍କୁ ସାହାଯ୍ୟ କର। ସେ ମୋତେ ଓ ଅନ୍ୟ ଅନେକ ଲୋକଙ୍କୁ ବହୁତ ସାହାଯ୍ୟ କରିଛନ୍ତି।


ତୁମ୍ଭେମାନେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତିପ୍ରାପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।


ପରମେଶ୍ୱର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହେବା ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁ ଖ୍ରୀଷ୍ଟଙ୍କ ରକ୍ତ ଦ୍ୱାରା ପବିତ୍ର ହୋଇ ତୁମ୍ଭେ ଯେପରି ପରମେଶ୍ୱରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଗ୍ଭହିଁଥିଲେ। ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବର୍ତ୍ତୁ।


ଖ୍ରୀଷ୍ଟ ଯୀଶୁଙ୍କର ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଏଫିସୀୟଠାରେ ରହୁଥିବା ପରମେଶ୍ୱରଙ୍କ ପବିତ୍ର ଲୋକ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସୀ ଲୋକଙ୍କ ପ୍ରତି ମୁଁ ପ୍ରେରିତ ହୋଇଛି।


ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା ଓ ହର୍ମାସ୍, ଏବଂ ସେମାନଙ୍କ ଭାଇମାନଙ୍କୁ ଯେଉଁମାନେ ସେମାନଙ୍କ ସହ ଅଛନ୍ତି ନମସ୍କାର।


“ଆଉ ମଧ୍ୟ ତୁମ୍ଭର ସମସ୍ତ ଲୋକେ ଧାର୍ମିକ ହେବେ। ସେମାନେ ଅନନ୍ତକାଳ ଯାଏ ଦେଶ ଶାସନ କରିବେ। ମୋ’ ଗୌରବକୁ ଦେଖାଇବା ପାଇଁ ସେମାନେ ମୋ’ ଦ୍ୱାରା ଲଗା ହୋଇଥିବା ଗଛର ଫଳ ସଦୃଶ।


ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି?


ହନନିୟ ଉତ୍ତର ଦେଲେ, ‘‘ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ଯିରୁଶାଲମରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ୟାଗ୍ଭର କରିଛି।


Swiv nou:

Piblisite


Piblisite