ରୋମୀୟ 16:21 - ପବିତ୍ର ବାଇବଲ21 ମୋର ସହକାରୀ ତୀମଥି ଓ ମୋର ସ୍ୱଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)21 ମୋହର ସହକର୍ମୀ ତୀମଥି, ପୁଣି ମୋହର ସ୍ଵଜାତୀୟ ଲୂକୀୟ, ଯାସୋନ୍,,ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। Gade chapit laଓଡିଆ ବାଇବେଲ21 ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)21 ମୋର ସହକର୍ମୀ ତୀମଥି ଓ ଆମର ଇହୁଦୀ ଭାଇମାନେ ଲୁକିୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। Gade chapit la |
କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫେରି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ୱାସ ଓ ପ୍ରେମର ସୁଖବର ଆମ୍ଭକୁ ଦେଇଛନ୍ତି। ତୁମ୍ଭେମାନେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭେମାନେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଗ୍ଭହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ୟ ସେହି ଇଚ୍ଛା। ଆମ୍ଭେମାନେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।