Biblia Todo Logo
Bib sou entènèt

- Piblisite -




ରୋମୀୟ 16:22 - ପବିତ୍ର ବାଇବଲ

22 ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ ଅଟେ। ମୁଁ ମଧ୍ୟ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମରେ ନମସ୍କାର କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।

Gade chapit la Kopi

ଓଡିଆ ବାଇବେଲ

22 ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଏହି ପତ୍ରର ଲିପିକାର ତର୍ତ୍ତିୟ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।

Gade chapit la Kopi




ରୋମୀୟ 16:22
7 Referans Kwoze  

ଦେଖ! ମୁଁ ନିଜ ହାତରେ ଓ କେତେ ବଡ଼ବଡ଼ ଅକ୍ଷରରେ ତୁମ୍ଭମାନଙ୍କୁ ଏହି ପତ୍ରଟି ଲେଖିଛି।


ମୁଁ ପାଉଲ, ନିଜ ହାତରେ ତୁମ୍ଭମାନଙ୍କୁ ନମସ୍କାର ଲେଖି ଜଣାଉଛି।


ପ୍ରଭୁଙ୍କଠାରେ ସ୍ଥିତ ମୋର ପ୍ରିୟ ମିତ୍ର ଆମ୍ପ୍ଲିୟାତାଙ୍କୁ ନମସ୍କାର।


ତୁମ୍ଭେମାନେ ଯାହା କହୁଛ, ଯାହାକିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ଯ୍ୟ ମଧ୍ୟରେ ପରମପିତା ପରମେଶ୍ୱରଙ୍କୁ ଯୀଶୁଙ୍କ ମାଧ୍ୟମରେ ଧନ୍ୟବାଦ ଜଣାଅ।


ମୁଁ ପାଉଲ, ନିଜ ହସ୍ତାକ୍ଷରରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମୋର ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କର ଅନୁଗ୍ରହ ରହୁ। ଆମେନ୍।


ମୁଁ ପାଉଲ, ମୋ’ ନିଜ ହାତରେ ଲେଖିଥିବା ଏହି ପତ୍ର ମୋ’ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମୋର ବୋଲି ଜଣାଇ ଦେବା ପାଇଁ ମୁଁ ମୋର ସମସ୍ତ ପତ୍ରରେ ଦସ୍ତଖତ କରିଛି। ମୋ’ ଲେଖିବାର ଢଙ୍ଗ ଏହିପରି।


ମୁଁ ପାଉଲ, ଏହି କଥା ମୋ’ ହାତରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦେବାକୁ ଅଛି, ମୁଁ ତାହା ତୁମ୍ଭକୁ ଫେରାଇ ଦେବି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମୋ'ଠାରେ କେତେ ଋଣୀ, ସେ ସମ୍ପର୍କରେ ମୁଁ କିଛି କହିବି ନାହିଁ।


Swiv nou:

Piblisite


Piblisite