Biblia Todo Logo
Bib sou entènèt

- Piblisite -




ରୋମୀୟ 16:23 - ପବିତ୍ର ବାଇବଲ

23 ମୋତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ୟ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରଣାମ ଜଣାଉଛନ୍ତି। ଏରାଷ୍ଟ ନାମକ, ଏହି ନଗରର କୋଷାଧ୍ୟକ୍ଷ ଓ କ୍ୱାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମୋହର ଓ ସମସ୍ତ ମଣ୍ତଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭ୍ରାତା କ୍ଵାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

23 ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ମୋର ଆତିଥ୍ୟକାରୀ ଗାୟସ୍, ଯାହାଙ୍କ ଗୃହରେ ଉପାସକମାନେ ଏକତ୍ରିତ ହୁଅନ୍ତି ଏବଂ ଏହି ନଗରୀର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାତ୍ତ ମଧ୍ୟ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi




ରୋମୀୟ 16:23
7 Referans Kwoze  

ମୁଁ କ୍ରୀଷ୍ପ ଓ ଗାୟଙ୍କ ଛଡ଼ା ତୁମ୍ଭମାନଙ୍କ ମଧ୍ୟରୁ ଆଉ କାହାରିକୁ ବାପ୍ତିଜିତ ନ ଦେଇ ଥିବାରୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ।


ତେଣୁ ସେ ତାହାଙ୍କର ଦୁଇଜଣ ସାହାଯ୍ୟକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆରେ କଟାଇଲେ।


ଏରାଷ୍ଟ କରିନ୍ଥ ନଗରଠାରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠାରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।


ତାହାଙ୍କ ସହିତ ବେରୟା ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥେସଲନୀକୀୟର ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।


ସମ୍ପୂର୍ଣ୍ଣ ସହରରେ ଚହଳ ପଡ଼ିଗଲା। ପାଉଲଙ୍କ ସହଯାତ୍ରୀ ମାକିଦନୀୟା ନିବାସୀ ଗାୟ ଓ ଆରିସ୍ତାର୍ଖଙ୍କୁ ଧରିନେଇ ସେମାନେ ଖେଳ ପଡ଼ିଆ ଆଡ଼କୁ ଦୌଡ଼ିଲେ।


Swiv nou:

Piblisite


Piblisite