ରୋମୀୟ 16:6 - ପବିତ୍ର ବାଇବଲ6 ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ। Gade chapit laଓଡିଆ ବାଇବେଲ6 ମରିୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)6 ତୁମ୍ଭମାନଙ୍କ ମଙ୍ଗଳ ପାଇଁ ଅକ୍ଳାନ୍ତ ପରିଶ୍ରମ କରିଥିବା ମରିୟମଙ୍କୁ ମୋର ନମସ୍କାର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ। Gade chapit la |