ରୋମୀୟ 2:14 - ପବିତ୍ର ବାଇବଲ14 ଅଣଯିହୂଦୀମାନଙ୍କର କୌଣସି ବ୍ୟବସ୍ଥା ନାହିଁ। କିନ୍ତୁ ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥା ଅନୁଯାୟୀ ନ ଜାଣି ମଧ୍ୟ କାମ କରନ୍ତି, ସେତେବେଳେ ସେଗୁଡ଼ିକ ହିଁ ବ୍ୟବସ୍ଥା ହୋଇଯାଏ। ସେମାନଙ୍କର ବ୍ୟବସ୍ଥା ନ ଥିଲେ ମଧ୍ୟ ଏହା ସତ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଯେଣୁ ବିଜାତିମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ଵାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ଵରୂପ ଅଟନ୍ତି; Gade chapit laଓଡିଆ ବାଇବେଲ14 ଯେଣୁ ଅଣଯିହୂଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)14 ଅଣଇହୁଦୀମାନଙ୍କର ବ୍ୟବସ୍ଥା ନାହିଁ, କିନ୍ତୁ ଯଦି ସେମାନେ ସ୍ୱଭାବତଃ ବ୍ୟବସ୍ଥାର ବିଧିବିଧାନ ପାଳନ କରନ୍ତି, ତାହା ହିଁ ସେମାନଙ୍କର ବ୍ୟବସ୍ଥା ସ୍ୱରୂପ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେଣୁ ଅଣଯିହୁଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି; Gade chapit la |
ସେମାନେ ହୃଦୟରେ ଜାଣି ପାରନ୍ତି ଯେ କ’ଣ ଠିକ୍ ଓ କ’ଣ ଭୁଲ୍। ଯାହା ଠିକ୍ ତାହା ବ୍ୟବସ୍ଥା ଗ୍ଭହେଁ। ସେମାନେ ଠିକ୍ ଓ ଭୁଲ୍ ବିଷୟରେ ଯାହା ଅନୁଭବ କରନ୍ତି, ତାହା ଦେଖାଇ ମଧ୍ୟ ଦିଅନ୍ତି। ବେଳେବେଳେ ସେମାନଙ୍କ ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ମନ୍ଦ କାମ କଲେ, ସେମାନେ ଦୋଷୀ ହୁଅନ୍ତି ଓ ବେଳେବେଳେ ସେମାନଙ୍କର ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ଉତ୍ତମ କାମ କଲେ, ସେମାନେ ନିଜକୁ ଦୋଷୀ ବିବେଚିତ କରନ୍ତି ନାହିଁ।