Biblia Todo Logo
Bib sou entènèt

- Piblisite -




ରୋମୀୟ 2:18 - ପବିତ୍ର ବାଇବଲ

18 ତୁମ୍ଭେ ଜାଣ ଯେ, ତୁମ୍ଭେ କ’ଣ କରିବ ବୋଲି ପରମେଶ୍ୱର ଗ୍ଭହାନ୍ତି। ଏବଂ ତୁମ୍ଭେ ଜାଣିଛ ଯେ କେଉଁ ବିଷୟ ଗୁଡ଼ିକ ମହତ୍ତ୍ୱପୂର୍ଣ୍ଣ, କାରଣ ତୁମ୍ଭେ ବ୍ୟବସ୍ଥା ଶିଖିଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି ଭଲ ମନ୍ଦର ପ୍ରଭେଦ ବୁଝୁଅଛ,

Gade chapit la Kopi

ଓଡିଆ ବାଇବେଲ

18 ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତୁମ ପାଇଁ ଈଶ୍ୱରଙ୍କ ଅଭିମତ ଜାଣିଛ ଓ ବ୍ୟବସ୍ଥାରୁ ସତ୍‍ ଓ ଅସତ୍‍ ଜ୍ଞାନ ପାଇଛ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ,

Gade chapit la Kopi




ରୋମୀୟ 2:18
19 Referans Kwoze  

କିନ୍ତୁ ପ୍ରତ୍ୟେକ କଥାର ସତ୍ୟାସତ୍ୟ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।


ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା'ହେଲେ ସେ ପାପ କରିଥାଏ।


ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ୟ ଦେଖି ପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ୟ ହେବ;


ଯେଉଁସବୁ ଯଥାର୍ଥା ବିଧି ଓ ବ୍ୟବସ୍ଥା ଯେପରି ଶିକ୍ଷା ଆଦି ଦେଇଅଛି, ତାହା ତୁଲ୍ୟ କୌଣସି ଜାତିଗଣ ମଧ୍ୟରେ ନାହିଁ।


କିନ୍ତୁ କଠିନ ଖାଦ୍ୟ ସେହିମାନଙ୍କ ପାଇଁ ଯେଉଁମାନେ ଶିଶୁପରି ବ୍ୟବହାର ବନ୍ଦ କରି ଦେଇଛନ୍ତି। ଏହା ସେହିମାନଙ୍କ ପାଇଁ ଯେଉଁମାନେ ଆତ୍ମାରେ ବୃଦ୍ଧି ପାଇଛନ୍ତି।


ଶାସ୍ତ୍ରରେ ଯେଉଁ କଥା ମାନ ଲେଖା ଅଛି, ସେଗୁଡ଼ିକ ଦ୍ୱାରା ଆମ୍ଭର ଧୈର୍ଯ୍ୟ ଓ ଶକ୍ତି ବଢ଼େ ଓ ଆମ୍ଭେ ଭରସା ଲାଭ କରୁ।


ଯଦି ତୁମ୍ଭେ ଏହା ସବୁ ଜାଣ ତେବେ ତୁମ୍ଭେ ଏହି କାର୍ଯ୍ୟ କରି ଖୁସୀ ହେବ।


“ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ।


ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଲାଇ ନେବ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଲାଇ ନେବ।


ତୁମ୍ଭର କଥାର ବିସ୍ତାରତା ମସ୍ତକକୁ ଆଲୋକ ପ୍ରଦାନ କରେ। ଏପରିକି ଏହା ମୂର୍ଖ ଲୋକମାନଙ୍କୁ ମଧ୍ୟ ବୁଦ୍ଧିମାନ କରେ।


ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ। ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ। ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ। ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।


ମୁଁ ଏଗୁଡ଼ିକ ଲେଖିବା ଫଳରେ ତୁମ୍ଭେମାନେ ଜାଣି ପାରିବ ଯେ ଆପଣଙ୍କୁ ଯାହାସବୁ ଶିକ୍ଷା ଦିଆଯାଇଛି, ତାହା ସତ୍ୟ।


ତୁମ୍ଭେ ଭାବୁଛ ଯେ, ଯେଉଁ ଲୋକମାନେ ସତ୍ୟ ମାର୍ଗ ବିଷୟରେ ଜାଣନ୍ତି ନାହିଁ, ତୁମ୍ଭେ ସେମାନଙ୍କର ମାର୍ଗ ଦର୍ଶକ। ତୁମ୍ଭେ ଭାବୁଛ ଯେ, ଯେଉଁମାନେ ଅନ୍ଧକାରରେ ଅଛନ୍ତି ସେମାନଙ୍କ ପାଇଁ ତୁମ୍ଭେ ଆଲୁଅ ସଦୃଶ।


Swiv nou:

Piblisite


Piblisite