ରୋମୀୟ 2:23 - ପବିତ୍ର ବାଇବଲ23 କିନ୍ତୁ ତୁମ୍ଭେ ମନ୍ଦିରରୁ ଗ୍ଭେରି କରୁଛ। ତୁମ୍ଭେ ପରମେଶ୍ୱରଙ୍କ ବ୍ୟବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସେହି ବ୍ୟବସ୍ଥା ଭଙ୍ଗ କରି ପରମେଶ୍ୱରଙ୍କୁ ଲଜ୍ଜା ଦେଉଛ। Gade chapit laପବିତ୍ର ବାଇବଲ (Re-edited) - (BSI)23 ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ବ୍ୟବସ୍ଥା ଲଙ୍ଘନ ଦ୍ଵାରା ତୁମ୍ଭେ କି ଈଶ୍ଵରଙ୍କୁ ଅନାଦର କରୁ ନାହଁ? Gade chapit laଓଡିଆ ବାଇବେଲ23 ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ୱରଙ୍କୁ ଅନାଦର କରୁ ନାହଁ ? Gade chapit laପବିତ୍ର ବାଇବଲ (CL) NT (BSI)23 ତୁମ୍ଭେମାନେ ଈଶ୍ୱରଙ୍କ ବ୍ୟବସ୍ଥା ପାଇଛ ବୋଲି ଗର୍ବ କରୁଛ, କିନ୍ତୁ ତାକୁ ଲଙ୍ଘନ କରି ଈଶ୍ୱରଙ୍କୁ ଅପମାନିତ କରୁଛ କି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ବରଙ୍କୁ ଅନାଦର କରୁ ନାହଁ? Gade chapit la |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”