ରୋମୀୟ 2:28 - ପବିତ୍ର ବାଇବଲ28 ଜଣେ କେବଳ ଶରୀରରେ ଯିହୂଦୀ, କିନ୍ତୁ ପ୍ରକୃତରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କେବଳ ବାହାର ଶରୀରରେ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)28 କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁନ୍ତ Gade chapit laଓଡିଆ ବାଇବେଲ28 କାରଣ ବାହାରେ ଯେ ଯିହୂଦୀ, ସେ ଯିହୂଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ; Gade chapit laପବିତ୍ର ବାଇବଲ (CL) NT (BSI)28 କେବଳ ଶାରୀରିକ ଭାବରେ ସୁନ୍ନତ ହୋଇ ଉପରକୁ ଇହୁଦୀ ବୋଲି ପରିଚିତ ହେଉଥିବା ଲୋକ ପ୍ରକୃତରେ ଇହୁଦୀ ନୁହେଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ; Gade chapit la |