Biblia Todo Logo
Bib sou entènèt

- Piblisite -




ରୋମୀୟ 3:14 - ପବିତ୍ର ବାଇବଲ

14 “ଅଭିଶାପ ଓ କଟୁତାରେ ସେମାନଙ୍କର କଥା ପୂର୍ଣ୍ଣ ହୋଇଥାଏ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣନ୍ତ

Gade chapit la Kopi

ଓଡିଆ ବାଇବେଲ

14 ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେମାନଙ୍କ କଥା ତିକ୍ତତା ଓ ଅଭିଶାପରେ ପୂର୍ଣ୍ଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ;

Gade chapit la Kopi




ରୋମୀୟ 3:14
5 Referans Kwoze  

ସେହି ଲୋକମାନେ ସବୁବେଳେ ଈଶ୍ୱରଙ୍କୁ ତିରସ୍କାର କରନ୍ତି। ସେମାନେ ସବୁବେଳେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କହନ୍ତି। ସେମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।


ସେହି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ୟା କହନ୍ତି। ସେମାନେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସେମାନଙ୍କର ଅହଙ୍କାର ସେମାନଙ୍କୁ କବଳିତ କରୁ।


ଗୁଣଗାନ ଓ ଅଭିଶାପ ସେହି ଗୋଟିଏ ମୁହଁରୁ ବାହାରେ! ମୋ’ ଭାଇ ଓ ଭଉଣୀମାନେ, ଏଭଳି ହେବା ଉଚିତ୍ ନୁହେଁ।


କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ।


Swiv nou:

Piblisite


Piblisite