Biblia Todo Logo
Bib sou entènèt

- Piblisite -




ରୋମୀୟ 3:17 - ପବିତ୍ର ବାଇବଲ

17 ଲୋକେ ଶାନ୍ତିର ମାର୍ଗ ଜାଣନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଶାନ୍ତିର ମାର୍ଗ ସେମାନେ ଜାଣନ୍ତି ନାହିଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ।

Gade chapit la Kopi




ରୋମୀୟ 3:17
7 Referans Kwoze  

ସେମାନେ ଶାନ୍ତିର ପଥ ଜାଣନ୍ତି ନାହିଁ ଓ ସେମାନଙ୍କର ମାର୍ଗରେ ନ୍ୟାୟ ବିଗ୍ଭର ନ ଥାଏ। ସେମାନେ ନିଜ ପାଇଁ କୁଟିଳ ପଥ ସୃଷ୍ଟି କରିଛନ୍ତି, ଯେକେହି ସେହି ପଥରେ ଗମନ କରେ, ସେ ଶାନ୍ତି ପାଏ ନାହିଁ।


ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ।


ମୃତ୍ୟୁର ଭୟରେ ଅନ୍ଧକାର ଭିତରେ ବାସ କରୁଥିବା ଲୋକଙ୍କୁ ପରମେଶ୍ୱର ସାହାଯ୍ୟ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗରେ ବାଟ କଢ଼େଇ ନେବେ।”


ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ ଛୋଟ। ବାସ୍ତବ ଜୀବନ ଆଡ଼କୁ ଯିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖୋଜି ପାଆନ୍ତି।


ଆମ୍ଭର ପରମେଶ୍ୱର କୁହନ୍ତି; “ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।’


ସେମାନେ ବିନାଶ କରିବା ଓ କ୍ଳେଶ ଦେବା ପାଇଁ ସର୍ବତ୍ର ଯାଆନ୍ତି।


“ସେମାନଙ୍କର ଆଖିରେ ପରମେଶ୍ୱରଙ୍କ ପ୍ରତି ଭୟ ବା ସମ୍ମାନ ଭାବ ନାହିଁ।”


Swiv nou:

Piblisite


Piblisite