ରୋମୀୟ 3:2 - ପବିତ୍ର ବାଇବଲ2 ହଁ ଯିହୂଦୀମାନଙ୍କଠାରେ ଅନେକ କିଛି ବିଶେଷ ବିଷୟ ଅଛି। ସବୁଠାରୁ ମହତ୍ତ୍ୱପୂର୍ଣ୍ଣ କଥା ଏହି ଯେ, ସେମାନଙ୍କୁ ସର୍ବପ୍ରଥମେ ପରମେଶ୍ୱର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସର୍ବପ୍ରଥମେ, ଈଶ୍ଵରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା। Gade chapit laଓଡିଆ ବାଇବେଲ2 ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା । Gade chapit laପବିତ୍ର ବାଇବଲ (CL) NT (BSI)2 ଅନେକ କିଛି। ପ୍ରଥମେ, ଈଶ୍ୱର ତାଙ୍କ ବାର୍ତ୍ତାର ଦାୟିତ୍ୱ ଇହୁଦୀମାନଙ୍କ ଉପରେ ନ୍ୟସ୍ତ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା। Gade chapit la |
ବର୍ତ୍ତମାନ ପର୍ଯ୍ୟନ୍ତ ଯେତିକି ସମୟ ଅତିବାହିତ ହୋଇ ଗଲାଣି, ତୁମ୍ଭେମାନେ ଉପଦେଶକ ହୋଇ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ୱରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭେମାନେ ଏବେ ମଧ୍ୟ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭେମାନେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହୋଇ ନାହଁ।
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’