ରୋମୀୟ 3:27 - ପବିତ୍ର ବାଇବଲ27 ତା'ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ୱାସର ମାର୍ଗ ଦ୍ୱାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରାଯାଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)27 ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କିପ୍ରକାର ବ୍ୟବସ୍ଥା ଦ୍ଵାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ଵାରା? ନା, ବିଶ୍ଵାସର ବ୍ୟବସ୍ଥା ଦ୍ଵାରା। Gade chapit laଓଡିଆ ବାଇବେଲ27 ତେବେ ଗର୍ବ କେଉଁଠାରେ ? ତାହା ଦୂରୀକୃତ ହେଲା । କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା ? କ୍ରିୟାକର୍ମ ଦ୍ୱାରା ? ନୁହେଁ, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା । Gade chapit laପବିତ୍ର ବାଇବଲ (CL) NT (BSI)27 ତାହାହେଲେ କେଉଁ ବିଷୟରେ ଆମ୍ଭେମାନେ ଗର୍ବ କରିବା? ନା, ସେପରି ବିଷୟ କିଛି ନାହିଁ। ଗର୍ବ କରିବା ପାଇଁ ଆମ୍ଭମାନଙ୍କର କି କାରଣ ଥାଇପାରେ? କଅଣ ବ୍ୟବସ୍ଥା ପୁରାପୁରି ପାଳନ କରିଛୁ ବୋଲି? ନା, କେବଳ ବିଶ୍ୱାସ ହିଁ ଆମ ଗର୍ବର କାରଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ୱାରା? ନା, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା। Gade chapit la |
ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।