ରୋମୀୟ 3:3 - ପବିତ୍ର ବାଇବଲ3 ଏହା ସତ୍ୟ ଯେ, କେତେକ ଯିହୂଦୀ ପରମେଶ୍ୱରଙ୍କର ବିଶ୍ୱସ୍ତ ନ ଥିଲେ। କିନ୍ତୁ ସେମାନଙ୍କ ଅବିଶ୍ୱସ୍ତତା କ’ଣ ପରମେଶ୍ୱରଙ୍କୁ ନିଜ ପ୍ରତିଜ୍ଞା ରଖିବାରେ ବାଧା ଦେବ? Gade chapit laପବିତ୍ର ବାଇବଲ (Re-edited) - (BSI)3 ତେବେ କଅଣ? ଯଦି କେହି କେହି ଅବିଶ୍ଵସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ଵରଙ୍କ ବିଶ୍ଵସ୍ତତାକୁ ନିଷ୍ଫଳ କରିବ? Gade chapit laଓଡିଆ ବାଇବେଲ3 ତେବେ କ'ଣ ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ୱସ୍ତତା କ'ଣ ଈଶ୍ୱରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ ? Gade chapit laପବିତ୍ର ବାଇବଲ (CL) NT (BSI)3 ଅବଶ୍ୟ କେତେ ଜଣ ଅବିଶ୍ୱସ୍ତ ହୋଇପାରନ୍ତି। କିନ୍ତୁ ତା’ ବୋଲି କଅଣ ଈଶ୍ୱରଙ୍କ ବିଶ୍ୱସ୍ତତା ନିରର୍ଥକ ହେବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ କଅଣ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ବରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ? Gade chapit la |