ରୋମୀୟ 3:30 - ପବିତ୍ର ବାଇବଲ30 ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀମାନଙ୍କୁ ସେମାନଙ୍କ ବିଶ୍ୱାସ ଆଧାରରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ସେ ଧାର୍ମିକ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)30 କାରଣ ଈଶ୍ଵର ତ ଏକ, ଆଉ ସେ ବିଶ୍ଵାସ ହେତୁ ସୁନ୍ନତିକୁ ଓ ବିଶ୍ଵାସ ଦ୍ଵାରା ଅସୁନ୍ନତିକୁ ଧାର୍ମିକ ଗଣିବେ। Gade chapit laଓଡିଆ ବାଇବେଲ30 କାରଣ ଈଶ୍ୱର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ । Gade chapit laପବିତ୍ର ବାଇବଲ (CL) NT (BSI)30 ଈଶ୍ୱର ଏକ। ଉଭୟ ଇହୁଦୀ ଓ ଅଣଇହୁଦୀମାନଙ୍କର ବିଶ୍ୱାସ ଯୋଗୁ ସେ ସେମାନଙ୍କୁ ଧାର୍ମିକ ରୂପେ ଗ୍ରହଣ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ। Gade chapit la |
ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।