ରୋମୀୟ 3:8 - ପବିତ୍ର ବାଇବଲ8 ଏହି ସମାନ କଥା କହିବା ହେଲା, “ଆମ୍ଭେ ନିଶ୍ଚୟ ମନ୍ଦକାମ କରିବା, କାରଣ ତା’ ଦ୍ୱାରା ଭଲ ଆସିବ।” ଅନେକ ଲୋକ ଆମ୍ଭକୁ ସମାଲୋଚନା କରନ୍ତି ଓ ମିଛରେ କୁହନ୍ତି ଯେ ଆମ୍ଭେ ସେହି ଶିକ୍ଷା ଦେଉଛୁ। ଯେଉଁମାନେ ଏ ଭଳି କଥା କୁହନ୍ତି ସେମାନେ ଠିକ୍ ନୁହନ୍ତି ଓ ସେମାନଙ୍କୁ ଦଣ୍ଡ ଦେବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ତ ଯଥାର୍ଥ। Gade chapit laଓଡିଆ ବାଇବେଲ8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା ? ଏମାନଙ୍କର ଦଣ୍ଡ ଯଥାର୍ଥ । Gade chapit laପବିତ୍ର ବାଇବଲ (CL) NT (BSI)8 ଆମ୍ଭେମାନେ କାହିଁକି ନ କହିବା, “ଆସ କୁକର୍ମ କରିବା, ଏଥିରୁ ସୁଫଳ ମିଳିବ?” ମୁଁ ଠିକ୍ ଏଭଳି କଥା କହୁଛି ବୋଲି ଅଭିଯୋଗ କରି କେତେକେ ମୋତେ ଅପମାନିତ କରୁଛନ୍ତି। ସେମାନେ ଏଥିପାଇଁ ଯେଉଁ ଦଣ୍ଡ ପାଇବା କଥା, ନିଶ୍ଚୟ ପାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ। Gade chapit la |
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।