Biblia Todo Logo
Bib sou entènèt

- Piblisite -




ରୋମୀୟ 4:24 - ପବିତ୍ର ବାଇବଲ

24 ଏହି ବାକ୍ୟଗୁଡ଼ିକ ଆମ୍ଭ ପାଇଁ ମଧ୍ୟ ଲେଖା ଯାଇଥିଲା। ଆମ୍ଭେ ବିଶ୍ୱାସ କରୁଥିବା ଯୋଗୁଁ ପରମେଶ୍ୱର ଆମ୍ଭକୁ ମଧ୍ୟ ଗ୍ରହଣ କରିବେ। ଆମ୍ଭେ ତାହାଙ୍କୁ ବିଶ୍ୱାସ କରୁ ଯିଏ ଆମ୍ଭର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ଵାସ କରୁଅଛୁଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;

Gade chapit la Kopi

ଓଡିଆ ବାଇବେଲ

24 ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଆମ୍ଭେମାନେ ମଧ୍ୟ ଈଶ୍ୱରଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଧାର୍ମିକରୂପେ ଗୃହୀତ ହେବୁ। ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;

Gade chapit la Kopi




ରୋମୀୟ 4:24
10 Referans Kwoze  

କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।


ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ବିଶ୍ୱାସ କର। ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ୱାସ ଓ ଭରସା ପରମେଶ୍ୱରଙ୍କଠାରେ ଅଛି।


କିନ୍ତୁ ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ କଲେ।


ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ୟ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂରରେ ଅଛନ୍ତି ସେମାନଙ୍କ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଡାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।”


ଯେଉଁ ଲୋକ ବିଶ୍ୱାସ କରିବ ଓ ବାପ୍ତିଜିତ ହେବ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ୱାସ କରିବ, ସେ ଦୋଷୀ ସାବ୍ୟସ୍ତ ହେବ।


ଏହି ଯୀଶୁଙ୍କୁ ଈଶ୍ୱର ଯେ ମୃତ୍ୟୁରୁ ଉଠାଇଛନ୍ତି, ଆମ୍ଭେମାନେ ସେଥିରେ ନିଜେ ସାକ୍ଷୀ ଅଟୁ।


Swiv nou:

Piblisite


Piblisite