ରୋମୀୟ 4:3 - ପବିତ୍ର ବାଇବଲ3 ଶାସ୍ତ୍ର କୁହେ, “ଅବ୍ରହାମ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ। ପରମେଶ୍ୱର ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ। ଏହା ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଅବ୍ରହାମ ଧାର୍ମିକ ହେଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ଵରଙ୍କଠାରେ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା। Gade chapit laଓଡିଆ ବାଇବେଲ3 କାରଣ ଶାସ୍ତ୍ର କ'ଣ କୁହେ ? ଅବ୍ରହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା । Gade chapit laପବିତ୍ର ବାଇବଲ (CL) NT (BSI)3 ଶାସ୍ତ୍ର ଅନୁଯାୟୀ, “ଅବ୍ରାହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଏହି ବିଶ୍ୱାସ ଯୋଗୁଁ ଈଶ୍ୱର ତାଙ୍କୁ ଧାର୍ମିକ ରୂପେ ଗ୍ରହଣ କଲେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା। Gade chapit la |
ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି।