ରୋମୀୟ 5:6 - ପବିତ୍ର ବାଇବଲ6 ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ। Gade chapit laଓଡିଆ ବାଇବେଲ6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ । Gade chapit laପବିତ୍ର ବାଇବଲ (CL) NT (BSI)6 ଆମ୍ଭେମାନେ ଅସହାୟ ଥିବାବେଳେ ଈଶ୍ୱରଙ୍କ ନିରୂପିତ ସମୟରେ ଖ୍ରୀଷ୍ଟ ପାପୀମାନଙ୍କ ପାଇଁ ମୃତ୍ୟୁଭୋଗ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ। Gade chapit la |
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।
ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”