ରୋମୀୟ 5:8 - ପବିତ୍ର ବାଇବଲ8 କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ୟୁ ବରଣ କଲେ। ଏହା ଦ୍ୱାରା ପରମେଶ୍ୱର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ରେମ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ଵର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି। Gade chapit laଓଡିଆ ବାଇବେଲ8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)8 କିନ୍ତୁ ଆମ୍ଭେମାନେ ପାପୀ ଥିବାବେଳେ ଯୀଶୁ ଆମ ପାଇଁ ନିଜର ପ୍ରାଣ ଦେଲେ। ଏହା ଦ୍ୱାରା ଈଶ୍ୱର ଆମ୍ଭମାନଙ୍କୁ କେତେ ପ୍ରେମ କରନ୍ତି, ତାହା ସେ ପ୍ରକାଶ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି। Gade chapit la |
କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ।