ରୋମୀୟ 6:12 - ପବିତ୍ର ବାଇବଲ12 କିନ୍ତୁ ପାପ ଯେପରି ତୁମ୍ଭମାନଙ୍କର ଶରୀରକୁ ରାଜତ୍ୱ ନ କରୁ। ତୁମ୍ଭମାନଙ୍କର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ତୁମ୍ଭେମାନେ ଯେପରି ଶାସିତ ନ ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ଵ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ-ଗୁଡ଼ାକର ବଶବର୍ତ୍ତୀ ହେବ; Gade chapit laଓଡିଆ ବାଇବେଲ12 ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ; Gade chapit laପବିତ୍ର ବାଇବଲ (CL) NT (BSI)12 ତୁମ ମର ଶରୀର ଉପରେ ପାପ ଆଉ ରାଜତ୍ୱ ନ କରୁ; ତୁମ୍ଭେମାନେ ଆଉ କୌଣସି ଶାରୀରିକ ଅଭିଳାଷର ବଶବର୍ତ୍ତୀ ହୁଅ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ; Gade chapit la |
ଏହା ନିଶ୍ଚିତ ଭାବରେ ତୁମ୍ଭେମାନେ ଜାଣ ଯେ ଯେତେବେଳେ ତୁମ୍ଭେମାନେ ଦାସ ଭଳି ନିଜକୁ ସମର୍ପଣ କର, ସେତେବେଳେ ତୁମ୍ଭେମାନେ ପ୍ରକୃତରେ ସେହି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭେମାନେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭେମାନେ ପାପର ଗ୍ଭକର ହୋଇ ପାରିବ ବା ପରମେଶ୍ୱରଙ୍କୁ ମାନିବ। ପାପ ଆଧ୍ୟାତ୍ମିକ ମୃତ୍ୟୁ ଆଣି ଦିଏ। କିନ୍ତୁ ପରମେଶ୍ୱରଙ୍କୁ ମାନିଲେ, ପରମେଶ୍ୱରଙ୍କଠାରେ ତୁମ୍ଭେମାନେ ଧାର୍ମିକ ବୋଲି ଗଣିତ ହୁଅ।