ରୋମୀୟ 6:14 - ପବିତ୍ର ବାଇବଲ14 ପାପ ତୁମ୍ଭମାନଙ୍କର ସ୍ୱାମୀ ହେବ ନାହିଁ। କାରଣ ତୁମ୍ଭେମାନେ ବ୍ୟବସ୍ଥାର ବନ୍ଧନରେ ନୁହଁ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କ ଅନୁଗ୍ରହରେ ଜୀବିତ ଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)14 କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ, ଯେଣୁ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ। Gade chapit laଓଡିଆ ବାଇବେଲ14 କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ । Gade chapit laପବିତ୍ର ବାଇବଲ (CL) NT (BSI)14 ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ ନ କରୁ। ତୁମ୍ଭେମାନେ ଆଉ ବ୍ୟବସ୍ଥାର ଅଧୀନ ନୁହଁ। କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହରେ ଆଶ୍ରିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ। Gade chapit la |
ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।