ରୋମୀୟ 6:3 - ପବିତ୍ର ବାଇବଲ3 ତୁମ୍ଭେମାନେ କ’ଣ ମନେ ରଖିଛ କି ଯେତେବେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତେବେଳେ ଯୀଶୁ ଖ୍ରୀଷ୍ଟଙ୍କର ଅଂଶ ହୋଇଗଲୁ। ଆମ୍ଭର ବାପ୍ତିଜିତ ହେବାରେ ଆମ୍ଭେ ତାହାଙ୍କର ମୃତ୍ୟୁର ମଧ୍ୟ ଭାଗୀଦାର ହେଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ? Gade chapit laଓଡିଆ ବାଇବେଲ3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? Gade chapit laପବିତ୍ର ବାଇବଲ (CL) NT (BSI)3 ତୁମ୍ଭେମାନେ ଜାଣ, ଜଳଦୀକ୍ଷା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଆମ୍ଭେମାନେ ତାଙ୍କ ମୃତ୍ୟୁରେ ମଧ୍ୟ ଅଂଶୀ ହୋଇଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ? Gade chapit la |
ଏହା ନିଶ୍ଚିତ ଭାବରେ ତୁମ୍ଭେମାନେ ଜାଣ ଯେ ଯେତେବେଳେ ତୁମ୍ଭେମାନେ ଦାସ ଭଳି ନିଜକୁ ସମର୍ପଣ କର, ସେତେବେଳେ ତୁମ୍ଭେମାନେ ପ୍ରକୃତରେ ସେହି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭେମାନେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭେମାନେ ପାପର ଗ୍ଭକର ହୋଇ ପାରିବ ବା ପରମେଶ୍ୱରଙ୍କୁ ମାନିବ। ପାପ ଆଧ୍ୟାତ୍ମିକ ମୃତ୍ୟୁ ଆଣି ଦିଏ। କିନ୍ତୁ ପରମେଶ୍ୱରଙ୍କୁ ମାନିଲେ, ପରମେଶ୍ୱରଙ୍କଠାରେ ତୁମ୍ଭେମାନେ ଧାର୍ମିକ ବୋଲି ଗଣିତ ହୁଅ।
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।