ରୋମୀୟ 7:20 - ପବିତ୍ର ବାଇବଲ20 ମୁଁ ମନ୍ଦ କାମ କରେ ଯାହା ମୁଁ କରିବାକୁ ଗ୍ଭହେଁ ନାହିଁ। ତାହାର ଅର୍ଥ ମୁଁ ପ୍ରକୃତରେ ଏସବୁ କରେ ନାହିଁ। ମୋ’ ଭିତରେ ଥିବା ପାପ ଏହିସବୁ କାମ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼଠାରେ ବାସ କରୁଥିବା ପାପ ତାହା କରେ। Gade chapit laଓଡିଆ ବାଇବେଲ20 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋ'ଠାରେ ବାସ କରୁଥିବା ପାପ ତାହା କରେ । Gade chapit laପବିତ୍ର ବାଇବଲ (CL) NT (BSI)20 ମୋ’ ଇଚ୍ଛା ବିରୁଦ୍ଧରେ ଯାହା ମୁଁ କରେ, ପ୍ରକୃତରେ ମୁଁ ତା’ କରେ ନାହିଁ, ମୋ’ ଭିତରେ ଥିବା ପାପ ହିଁ ତା’ କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼ ଠାରେ ବାସ କରୁଥିବା ପାପ ତାହା କରେ। Gade chapit la |
“ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ।