ରୋମୀୟ 8:22 - ପବିତ୍ର ବାଇବଲ22 ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ। Gade chapit laଓଡିଆ ବାଇବେଲ22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ । Gade chapit laପବିତ୍ର ବାଇବଲ (CL) NT (BSI)22 କିନ୍ତୁ ଏ ପର୍ଯ୍ୟନ୍ତ ସମଗ୍ର ସୃଷ୍ଟି ପ୍ରସବ ବେଦନା ତୁଲ୍ୟ ଯନ୍ତ୍ରଣା ଅନୁଭବ କରି ଆର୍ତ୍ତନାଦ କରୁଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ। Gade chapit la |
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।