ରୋମୀୟ 8:24 - ପବିତ୍ର ବାଇବଲ24 ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା'ହେଲେ ତାହା ପ୍ରକୃତରେ ଭରସା ନୁହେଁ। ମଣିଷ, ଯାହା ତା’ ପାଖରେ ଏବେ ଅଛି, ସେ ଗୁଡ଼ିକ ପାଇଁ ଭରସା କରେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ? Gade chapit laଓଡିଆ ବାଇବେଲ24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ ? Gade chapit laପବିତ୍ର ବାଇବଲ (CL) NT (BSI)24 କାରଣ ଭରସା ରଖିବା ଦ୍ୱାରା ହିଁ ଆମ୍ଭେମାନେ ମୁକ୍ତି ପାଇଥାଉ। କିନ୍ତୁ ଯାହା ଦୃଶ୍ୟମାନ, ତାହା ପାଇଁ ଭରସା ରଖିବା ପ୍ରକୃତ ଭରସା ନୁହେଁ। କିଏ କଅଣ ଦୃଶ୍ୟମାନ ବିଷୟ ସବୁ ପାଇଁ ଭରସା କରେ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ? Gade chapit la |
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।