ରୋମୀୟ 8:25 - ପବିତ୍ର ବାଇବଲ25 କିନ୍ତୁ ଯାହା ଆମ୍ଭ ପାଖରେ ଏବେ ସୁଦ୍ଧା ନାହିଁ ତା’ ପାଇଁ ଆମ୍ଭେ ଭରସାରେ ଅଛୁ। ଆମ୍ଭେ ଏହା ପାଇଁ ଧୈର୍ଯ୍ୟପୁର୍ବକ ଅପେକ୍ଷା କରି ରହିଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ। Gade chapit laଓଡିଆ ବାଇବେଲ25 କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ । Gade chapit laପବିତ୍ର ବାଇବଲ (CL) NT (BSI)25 କିନ୍ତୁ ଆମେ ଯଦି ଅଦୃଶ୍ୟ ବିଷୟ ପାଇଁ ଭରସା କରୁ, ତେବେ ଆମକୁ ଧୈର୍ଯ୍ୟ ସହକାରେ ଅପେକ୍ଷା କରିବାକୁ ପଡ଼ିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ। Gade chapit la |
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।