Biblia Todo Logo
Bib sou entènèt

- Piblisite -




ରୋମୀୟ 9:14 - ପବିତ୍ର ବାଇବଲ

14 ତା'ହେଲେ ଏ ବିଷୟରେ ଆମ୍ଭେ କ’ଣ କହିବା? କ’ଣ ପରମେଶ୍ୱର ଅନ୍ୟାୟୀ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତେବେ ଆମ୍ଭେମାନେ କଅଣ କହିବା? ଈଶ୍ଵରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ।

Gade chapit la Kopi

ଓଡିଆ ବାଇବେଲ

14 ତେବେ ଆମ୍ଭେମାନେ କ'ଣ କହିବା ? ଈଶ୍ୱରଙ୍କଠାରେ କି ଅନ୍ୟାୟ ଅଛି ? ତାହା କେବେ ହେଁ ନ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତାହାହେଲେ କଅଣ କହିବା, “ଈଶ୍ୱର ଅନ୍ୟାୟ କରନ୍ତି କି?” କଦାପି ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତେବେ ଆମ୍ଭେମାନେ କଅଣ କହିବା? ଈଶ୍ବରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ।

Gade chapit la Kopi




ରୋମୀୟ 9:14
18 Referans Kwoze  

ବର୍ତ୍ତମାନ ତୁମ୍ଭେମାନେ ପ୍ରତ୍ୟେକ ସଦାପ୍ରଭୁଙ୍କୁ ନିତାନ୍ତ ଭୟ କରିବ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ନ୍ୟାୟବାନ ଅଟନ୍ତି, ତେଣୁ ତୁମ୍ଭେମାନେ ଯାହା କର, ସେ ବିଷୟରେ ବିଶେଷ ସାବଧାନ ହୁଅ। ସଦାପ୍ରଭୁ କୌଣସି ମନୁଷ୍ୟକୁ ଅନ୍ୟମାନଙ୍କ ଅପେକ୍ଷା ଅଧିକ ଗୁରୁତ୍ୱ ଦିଅନ୍ତି ନାହିଁ। ଆଉ, ସେ ତାଙ୍କର ନିଷ୍ପତ୍ତି ବଦଳାଇବାକୁ ଲାଞ୍ଚ ନିଅନ୍ତି ନାହିଁ।”


ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।


“ସେତ ଶୈଳ, ତାଙ୍କର କର୍ମ ସିଦ୍ଧ। କାରଣ ତାଙ୍କର ସକଳ ପଥ ଯଥାର୍ଥ। ସେ ବିଶ୍ୱସ୍ତ ଓ ନ୍ୟାୟବାନ୍ ପରମେଶ୍ୱର। ସେ ଉତ୍ତମ ଓ ସତ୍ୟ।


ମୁଁ ବେଦୀକୁ ଏହା କହିବାର ଶୁଣିଲି, “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ହଁ, ତୁମ୍ଭର ବିଗ୍ଭରଗୁଡ଼ିକ ସତ୍ୟ ଓ ନ୍ୟାୟସଙ୍ଗତ।”


ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ। ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।


ପରମେଶ୍ୱର କ’ଣ ବିଗ୍ଭରର ବିପରୀତ କରନ୍ତି କି? ଅଥବା ସର୍ବଶକ୍ତିମାନ ନ୍ୟାୟର ବିପରୀତ କରନ୍ତି କି?


ନିଶ୍ଚୟ ଆପଣ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବେ ନାହିଁ। ଯଦି ଏହା ହୁଏ, ତେବେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କ’ଣ ସାରା ପୃଥିବୀର ବିଗ୍ଭରକର୍ତ୍ତା ଯାହା ନ୍ୟାୟ, ତାହା କରିବେ ନାହିଁ?”


ଅତଏବ ଯିହୂଦୀମାନଙ୍କଠାରେ କ’ଣ ଅଧିକ ଅଛି ଯାହା ଅନ୍ୟ ଲୋକମାନଙ୍କଠାରେ ନାହିଁ? ଅସୁନ୍ନତ ହେବାରେ କ’ଣ ବିଶେଷ ମୂଲ୍ୟ ଅଛି?


କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ।


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ବିପକ୍ଷରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ଯ୍ୟ ହୁଅନ୍ତି? ଅତି ବିଶ୍ୱାସଘାତକ କାହିଁକି ନିରାପଦରେ ରହନ୍ତି?


“ଆୟୁବ, ତୁମ୍ଭେ କ’ଣ ଭାବୁଛ ଯେ ଏହା କହିବା ନ୍ୟାୟ? ‘ମୁଁ ଠିକ୍ ମୋର ମକଦ୍ଦମାରେ ପରମେଶ୍ୱରଙ୍କ ବିରୁଦ୍ଧରେ।’


ସେ ଆସି ସେହି କୃଷକମାନଙ୍କୁ ଜୀବନରେ ମାରିଦେବ। ତା'ପରେ ସେହି ଜମିଟିକୁ ଆଉ କେତେକ କୃଷକଙ୍କୁ ଭାଗ ଦେଇଦେବେ।” ଲୋକମାନେ ଏହି ଦୃଷ୍ଟାନ୍ତଟି ଶୁଣିଲେ ଓ ସେମାନେ କହିଲେ, “ଯେ, ଏ କଥା କେବେ ହେଲେ ନ ହେଉ।”


ପରମେଶ୍ୱର ପ୍ରତ୍ୟେକ ଲୋକଙ୍କ ପ୍ରତି ସମାନ ଭାବରେ ନ୍ୟାୟବିଗ୍ଭର କରନ୍ତି।


ତା'ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ।


Swiv nou:

Piblisite


Piblisite