Biblia Todo Logo
Bib sou entènèt

- Piblisite -




ରୋମୀୟ 9:2 - ପବିତ୍ର ବାଇବଲ

2 ମୋର ଅଶେଷ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବେଦନାଗ୍ରସ୍ତ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋ' ସହିତ ସାକ୍ଷ୍ୟ ଦେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ମୁଁ ଯେ କେଡ଼େ ବ୍ୟଥିତ ଓ ଅସୀମ ଦୁଃଖରେ ମୋ’ ହୃଦୟ କେଡ଼େ ଭାରାକ୍ରାନ୍ତ, ଏ କଥା ମୁଁ ଛଳନା କରି କହୁ ନାହିଁ। ପବିତ୍ରଆତ୍ମା ପରିଚାଳିତ ମୋର ବିବେକ ଏହାର ସାକ୍ଷୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି।

Gade chapit la Kopi




ରୋମୀୟ 9:2
15 Referans Kwoze  

ଅନେକ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନେକଥର ଏହି ଲୋକମାନଙ୍କ ବିଷୟରେ କହିଛି। ଏବେ ମଧ୍ୟ ମୁଁ କାନ୍ଦିକାନ୍ଦି ସେମାନଙ୍କ ବିଷୟରେ କହୁଛି।


ମୋର ସମସ୍ତ କନ୍ୟାଙ୍କର ଦୁର୍ଦ୍ଦଶା ଦେଖି ମୋର ଚକ୍ଷୁ ମୋର ପ୍ରାଣକୁ ଦୁଃଖ ଦିଏ।


କିନ୍ତୁ ଯଦି ତୁମ୍ଭେମାନେ ଏ କଥା ନ ଶୁଣ, ତୁମ୍ଭେମାନେ ଅହଙ୍କାରୀ ବୋଲି ମୁଁ ଚୁ‌ପ୍‌ଗ୍ଭପ୍ କାନ୍ଦିବି। ମୁଁ ମଧ୍ୟ ଜୋ‌ର୍‌ରେ କାନ୍ଦିବି ଏବଂ ମୋର ଚକ୍ଷୁ ଅଶ୍ରୁରେ ପୂର୍ଣ୍ଣ ହେବ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହୋଇଛନ୍ତି।


ମୋ’ ଚକ୍ଷୁରୁ ଅଶ୍ରୁ ନଦୀପରି ବହୁଛି। କାରଣ ଲୋକମାନେ ତୁମ୍ଭର ବ୍ୟବସ୍ଥାମାନ ପାଳନ କରୁ ନାହାନ୍ତି।


ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛି ଯେ, ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ।


ତା'ପରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଯିରୁଶାଲମ ନଗର ମଧ୍ୟଦେଇ ଯାଅ ଓ ସହରରେ ଘଟିଥିବା ଘୃଣ୍ୟ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥାରେ ଦାଗ ଦିଅ।”


ଯେବେ ମୋର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝରଣାସ୍ୱରୂପ ହୁଅନ୍ତା, ତେବେ ମୁଁ ମୋହର ନିହତ ଲୋକମାନଙ୍କ ପାଇଁ ଦିନରାତି କ୍ରନ୍ଦନ କରି ପାରନ୍ତି।


ହେ ପଥିକଗଣ, ମୋତେ ଗ୍ଭହଁ ଏବଂ ଦେଖ କି ଦାରୁଣ ଯନ୍ତ୍ରଣା ମୁଁ ଭୋଗୁଅଛି। ଏପରି ଯନ୍ତ୍ରଣା ଓ ଦୁଃଖ ଅନ୍ୟ କିଏ ପାଇଛି କି? ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରେ ମୋ’ ପ୍ରତି ଦଣ୍ଡ ବିଧାନ କରିଛନ୍ତି।


ଯିରୁଶାଲମକୁ ପ୍ରେମ କରୁଥିବା ତୁମ୍ଭେମାନେ ସମସ୍ତେ ତା’ ସହିତ ଆନନ୍ଦ କର ଓ ତା’ ପାଇଁ ଉଲ୍ଲସିତ ହୁଅ। ପୁଣି ତା’ ପାଇଁ ଶୋକ କରୁଥିବା ତୁମ୍ଭେମାନେ ସମସ୍ତେ ତା'ର ଆନନ୍ଦ ପାଇଁ ଉଲ୍ଲାସ କର।


ତା'ପରେ ଶାମୁୟେଲ ତାଙ୍କ ଜୀବନର ଶେଷ ପର୍ଯ୍ୟନ୍ତ ଶାଉଲଙ୍କୁ କେବେବି ଦେଖିଲେ ନାହିଁ। କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ। ପୁଣି ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଅନୁତାପ କଲେ।


ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1,260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବେ।”


ମୁଁ ଖ୍ରୀଷ୍ଟଙ୍କଠାରେ ଅଛି, ଓ ମୁଁ ସତ୍ୟ କହୁଛି। ମୁଁ ମିଛ କହୁ ନାହିଁ। ପବିତ୍ରଆତ୍ମା ଦ୍ୱାରା ମୋର ଭାବନା ନିୟନ୍ତ୍ରିତ। ଏହି ଭାବନା ମୋତେ କୁହେ ଯେ ମୁଁ ମିଛ କୁହେ ନାହିଁ।


ସେମାନେ ମୋର ଭାଇ ଓ ଭଉଣୀ। ସେମାନେ ଏହି ସଂସାରରେ ମୋର ପରିବାର। ମୁଁ ସେମାନଙ୍କୁ ସାହାଯ୍ୟ କରିପାରେ। ମୁଁ ନିଜେ ଅଭିଶପ୍ତ ହେବା ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହୋଇପାରେ।


Swiv nou:

Piblisite


Piblisite