Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:4 - ପବିତ୍ର ବାଇବଲ

4 ତା'ର ପୁତ୍ରମାନେ ମୋୟାବର ଯୁବତୀଙ୍କୁ ବିବାହ କଲେ। ଜଣେ ସ୍ତ୍ରୀଙ୍କର ନାମଥିଲା ଅର୍ପା, ଅନ୍ୟ ଜଣକର ନାମ ଥିଲା ଋତ। ସେମାନେ ମୋୟାବରେ ଦଶ ବର୍ଷ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କଲେ, ଜଣକର ଭାର୍ଯ୍ୟାର ନାମ ଅର୍ପା, ଆନର ନାମ ରୂତ; ପୁଣି ସେମାନେ ଊଣାଧିକ ଦଶ ବର୍ଷ ଯାଏ ସେଠାରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

4 ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ।

Gade chapit la Kopi




ରତର ବିବରଣ 1:4
7 Referans Kwoze  

ସଲମୋନ ବୋୟାଜଙ୍କ ବାପା। (ବୋୟାଜଙ୍କ ମାଙ୍କ ନାମ ରାହାବ) ବୋୟାଜ ଓବେଦଙ୍କ ବାପା। (ରୂତ ଓବେଦଙ୍କ ମା) ଓବେଦ ଯିଶୟଙ୍କ ବାପା।


“ଅମ୍ମୋନୀୟ କି ମୋୟାବୀୟ ଲୋକ ଏବଂ ତାଙ୍କର ଦଶ ପୁରୁଷ ପର୍ଯ୍ୟନ୍ତ ମଧ୍ୟ ସଦାପ୍ରଭୁଙ୍କ ଧାର୍ମିକ ସମାଜରେ ପ୍ରବେଶ କରି ପାରିବ ନାହିଁ।


ତୁମ୍ଭେମାନେ ସେମାନଙ୍କ ସହିତ ବିବାହ ସମ୍ବନ୍ଧ ରଖିବ ନାହିଁ। ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କ ସହିତ ଆପଣା କନ୍ୟାମାନଙ୍କୁ ବିବାହ ଦେବ ନାହିଁ। କିଅବା ଆପଣା ପୁତ୍ରମାନଙ୍କୁ ସେମାନଙ୍କ କନ୍ୟାମାନଙ୍କ ସହିତ ବିବାହ ଦେବ ନାହିଁ।


ଏହା ପରେ ନୟମୀର ସ୍ୱାମୀ ଏଲିମେଲକ ମରିଗଲା। କେବଳ ନୟମୀ ଓ ତା'ର ଦୁଇ ପୁତ୍ର ବଞ୍ଚି ରହିଲେ।


ମହଲୋନ ଏବଂ କିଲିୟୋନ ମଧ୍ୟ ମୃତ୍ୟୁବରଣ କଲେ। ତେଣୁ ନୟମୀ ସ୍ୱାମୀହୀନ ଓ ପୁତ୍ରହୀନ ହୋଇ ରହିଲା।


ସେହି ସମୟରେ ଯେଉଁ ଯିହୁଦୀୟମାନେ ଅସଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି।


Swiv nou:

Piblisite


Piblisite