Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:16 - ପବିତ୍ର ବାଇବଲ

16 ତା'ର କାମକୁ ସରଳ କରିବା ପାଇଁ କିଛି ଶସ୍ୟ ପକାଇ ଯାଅ ଏବଂ ତାକୁ ଗୋଟାଇବାକୁ ଦିଅ। ତାଙ୍କୁ ବାରଣ କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ।”

Gade chapit la Kopi




ରତର ବିବରଣ 2:16
11 Referans Kwoze  

ପରମେଶ୍ୱରଙ୍କ ନିଜ ଲୋକମାନଙ୍କର କାମରେ ସାହାଯ୍ୟ କର। ଯେଉଁମାନଙ୍କୁ ସାହାଯ୍ୟ ଦରକାର ସେମାନଙ୍କ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସେମାନଙ୍କୁ ଅତିଥି ଭାବରେ ସ୍ୱାଗତ କର।


ପରମେଶ୍ୱର ହେଉଛନ୍ତି ନ୍ୟାୟୀ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଗ୍ଭଲିଛ, ଏ କଥା ସେ ମନେ ରଖିବେ।


ହେ ଭାଇ ପରମେଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ରେମଭାବ ଦେଖାଇଛ, ସେମାନଙ୍କୁ ତୁମ୍ଭେ ଖୁସୀ କରିଛ। ଏହା ମୋତେ ବହୁତ ଆନନ୍ଦ ଓ ଆଶ୍ୱାସନା ଦେଲା।


“ସେତେବେଳେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି। ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣକ ପାଇଁ ଯାହାକିଛି କଲ, ତାହା ତୁମ୍ଭେ ମୋ’ ପାଇଁ କଲ।’


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାୟୀ। ସେ ବିଜୟ ଏବଂ ସମ୍ମାନ ପାଇବ।


ଏହା ପରେ ଋତ ଉଠି କାର୍ଯ୍ୟକୁ ଗଲା। ଏହା ପରେ ବୋୟାଜ ତାଙ୍କର ଦାସମାନଙ୍କୁ କହିଲେ, “ବିଡ଼ା ମଧ୍ୟରୁ ମଧ୍ୟ ତାକୁ ଶସ୍ୟ ସାଉଁଟିବାକୁ ଦିଅ। ତାକୁ କେବେ ଲଜ୍ଜା ଦିଅ ନାହିଁ।


ଋତ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ କାର୍ଯ୍ୟ କଲା। ସେ ଶସ୍ୟ ସଂଗ୍ରହ କଲା ପରେ, ସେ ଏଗୁଡ଼ିକୁ ତୁଷରୁ ଅଲଗା କଲା। ଏହା ଓଜନ କଲାରୁ ଅର୍ଦ୍ଧ ବୁଶେଲ ବାର୍ଲି ହେଲା।


Swiv nou:

Piblisite


Piblisite