ରତର ବିବରଣ 2:17 - ପବିତ୍ର ବାଇବଲ17 ଋତ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ କାର୍ଯ୍ୟ କଲା। ସେ ଶସ୍ୟ ସଂଗ୍ରହ କଲା ପରେ, ସେ ଏଗୁଡ଼ିକୁ ତୁଷରୁ ଅଲଗା କଲା। ଏହା ଓଜନ କଲାରୁ ଅର୍ଦ୍ଧ ବୁଶେଲ ବାର୍ଲି ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)17 ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ରାଁ କଲା; ପୁଣି ଆପଣା ସାଉଣ୍ଟିଲା ଶସ୍ୟ ମଳନ୍ତେ, ଊଣାଧିକେ ଏକ ଐଫା ଯବ ହେଲା। Gade chapit laଓଡିଆ ବାଇବେଲ17 ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା। Gade chapit la |