Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:19 - ପବିତ୍ର ବାଇବଲ

19 ତା'ର ଶାଶୁ ତାକୁ ପଗ୍ଭରିଲେ, “ଆଜି ତୁମ୍ଭେ କେଉଁଠାରୁ ଏହି ଶସ୍ୟ ସଂଗ୍ରହ କଲ? କେଉଁଠାକୁ ତୁମ୍ଭେ ଗଲ ଓ କାମ କଲ? ଯିଏ ତୁମ୍ଭକୁ ଶସ୍ୟ ଦେଲା, ସେ ଧନ୍ୟ ହେଉ।” ଏହା ପରେ ଋତ ଯାହାଙ୍କ ସହିତ କାର୍ଯ୍ୟ କରିଥିଲା ତା’ ବିଷୟରେ ତାକୁ କହିଲେ। “ମୁଁ ଆଜି ଯେଉଁ ଲୋକର କାର୍ଯ୍ୟ କରୁଥିଲି, ତାଙ୍କର ନାମ ଥିଲା ବୋୟାଜ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହୁଁ ତାହାର ଶାଶୁ ତାହାକୁ ପଚାରିଲା, ତୁମ୍ଭେ ଆଜି କେଉଁଠାରେ ରାଁ କଲ ଓ କେଉଁଠାରେ କର୍ମ କଲ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ। ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ।

Gade chapit la Kopi

ଓଡିଆ ବାଇବେଲ

19 ତହୁଁ ତାହାର ଶାଶୁ ତାହାକୁ ପଚାରିଲା, “ତୁମ୍ଭେ ଆଜି କେଉଁଠାରେ ବଳକା ଶସ୍ୟ ସଂଗ୍ରହ କଲ ? ଓ କେଉଁଠାରେ କର୍ମ କଲ ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ।” ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, “ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହୁଁ ତାହାର ଶାଶୁ ତାହାକୁ ପଚାରିଲା, “ତୁମ୍ଭେ ଆଜି କେଉଁଠାରେ ବଳକା ଶସ୍ୟ ସଂଗ୍ରହ କଲ? ଓ କେଉଁଠାରେ କର୍ମ କଲ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ।” ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, “ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ।”

Gade chapit la Kopi




ରତର ବିବରଣ 2:19
6 Referans Kwoze  

ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।


ଏହା ପରେ ଋତ ତାଙ୍କୁ ପ୍ରଣାମ କଲା। ସେ ବୋୟାଜଙ୍କୁ ପଗ୍ଭରିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି, ତୁମ୍ଭେ ତ ମୋତେ ଆଗରୁ କେବେବି ଦେଖି ନାହଁ। ମୁଁ ବିଦେଶୀନୀ ହେଲେବି ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇ ଅଛ।”


ହୀରମ୍ ସେହି ସ୍ତମ୍ଭ ଦୁଇଟିକୁ ମନ୍ଦିରର ବାରଣ୍ତାରେ ସ୍ଥାପନ କଲା। ଗୋଟିଏ ସ୍ତମ୍ଭ ଦକ୍ଷିଣ ପାର୍ଶ୍ୱର ପ୍ରବେଶ ଦ୍ୱାରରେ ଓ ଅନ୍ୟ ସ୍ତମ୍ଭଟି ବାମ ପାର୍ଶ୍ୱରେ ରହିଲା। ଦକ୍ଷିଣ ସ୍ତମ୍ଭର ନାମ ଯାଖୀନ୍ ଓ ବାମ ସ୍ତମ୍ଭର ନାମ ବୋୟସ୍ ଦେଲା।


ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ। ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ। ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।


ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ୱର ତା'ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।


Swiv nou:

Piblisite


Piblisite