Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:21 - ପବିତ୍ର ବାଇବଲ

21 ଏହା ପରେ ମୋୟାବ ଦେଶୀୟ ଋତ କହିଲା, “ବୋୟାଜ ଫେରି ଆସିବାକୁ ଏବଂ ତାଙ୍କର ଶ୍ରମିକମାନଙ୍କ ସହିତ ମିଶି କାର୍ଯ୍ୟ କରିବାକୁ ପଗ୍ଭରିଲେ, ଯେପର୍ଯ୍ୟନ୍ତ ଅମଳ ଶେଷ ହୋଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମୋୟାବ-ଦେଶୀୟା ରୂତ କହିଲା, ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟଚ୍ଛେଦନ ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।

Gade chapit la Kopi

ଓଡିଆ ବାଇବେଲ

21 ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟକାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋ’ ଯୁବାମାନଙ୍କ ସଙ୍ଗରେ ଥାଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ‘ମୋହର ସବୁ ଶସ୍ୟ କାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।’”

Gade chapit la Kopi




ରତର ବିବରଣ 2:21
4 Referans Kwoze  

ଏହା ପରେ ନୟମୀ ତା'ର ପୁତ୍ରବଧୂ ଋତକୁ କହିଲେ, “ଏହା ତୁମ୍ଭ ପାଇଁ ଅତି ଉତ୍ତମ ଯେ ତୁମ୍ଭେ ସେହି ସ୍ତ୍ରୀଲୋକମାନଙ୍କ ସଙ୍ଗେ କାର୍ଯ୍ୟ କରିବ। ଯଦି ତୁମ୍ଭେ ଅନ୍ୟର କ୍ଷେତରେ କାର୍ଯ୍ୟ କର ତେବେ କେତେକ ଲୋକ ତୁମ୍ଭର ଅସୁବିଧା କରି ପାରନ୍ତି।”


ତେଣୁ ନୟମୀ ତାଙ୍କର ପୁତ୍ରବଧୂକୁ କହିଲା, “ସେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ, ଯିଏ କି ମୃତ ଓ ଜୀବିତ ଓ ମୃତମାନଙ୍କଠାରୁ ତାଙ୍କର କରୁଣା ଦୂରେଇ ନାହାନ୍ତି।” ଏହା ପରେ ନୟମୀ ତାକୁ କହିଲା, “ସେ ହେଉଛନ୍ତି ଆମ୍ଭର ନିକଟ ସମ୍ପର୍କୀୟ ଏବଂ ଆମ୍ଭମାନଙ୍କର ରକ୍ଷାକର୍ତ୍ତା ମଧ୍ୟରୁ ଜଣେ ଅଟନ୍ତି।”


Swiv nou:

Piblisite


Piblisite