Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:11 - ପବିତ୍ର ବାଇବଲ

11 ହେ ଯୁବତୀ, ଭୟ କର ନାହିଁ। ତୁମ୍ଭେ ଯାହା ଇଚ୍ଛା କରିବ, ମୁଁ ତାହା ନିଶ୍ଚିତ କରିବି। ସହରର ସମସ୍ତ ଲୋକ ଜାଣନ୍ତି ଯେ ତୁମ୍ଭେ ବହୁତ ଭଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଣୁ ଆଗୋ ମୋହର କନ୍ୟେ, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;

Gade chapit la Kopi

ଓଡିଆ ବାଇବେଲ

11 ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;

Gade chapit la Kopi




ରତର ବିବରଣ 3:11
5 Referans Kwoze  

ଏହା ଅତ୍ୟନ୍ତ କଷ୍ଟ “ଏକ ଗୁଣବତୀ ସ୍ତ୍ରୀ ପାଇବା” ତା'ର ମୂଲ୍ୟ ମୁକ୍ତାଠାରୁ ଅଧିକ ମୂଲ୍ୟବାନ ଅଟେ।


ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ। ଲଜ୍ଜାଦାୟୀନୀ ସ୍ତ୍ରୀ ତା'ର ହାଡ଼ ସବୁର କ୍ଷୟ ସ୍ୱରୂପ।


ଏହା ସତ୍ୟ ଯେ, ମୁଁ ତୁମ୍ଭର ନିକଟ ସମ୍ପର୍କୀୟ। କିନ୍ତୁ ଏହିପରି ଆଉ ଜଣେ ଲୋକ ଅଛନ୍ତି ଯିଏ କି ମୋ'ଠାରୁ ତୁମ୍ଭର ଆହୁରି ନିକଟତମ ସମ୍ପର୍କୀୟ।


ସେହି ରାତ୍ରିରେ ସଦାପ୍ରଭୁ ଇ‌ସ୍‌ହାକଙ୍କୁ କହିଲେ, “ମୁଁ ତୁମ୍ଭର ପିତା ଅବ୍ରହାମଙ୍କର ପରମେଶ୍ୱର। ଭୟ କର ନାହିଁ, ମୁଁ ତୁମ୍ଭ ସହିତ ଅଛି। ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବି।”


Swiv nou:

Piblisite


Piblisite