ରତର ବିବରଣ 3:12 - ପବିତ୍ର ବାଇବଲ12 ଏହା ସତ୍ୟ ଯେ, ମୁଁ ତୁମ୍ଭର ନିକଟ ସମ୍ପର୍କୀୟ। କିନ୍ତୁ ଏହିପରି ଆଉ ଜଣେ ଲୋକ ଅଛନ୍ତି ଯିଏ କି ମୋ'ଠାରୁ ତୁମ୍ଭର ଆହୁରି ନିକଟତମ ସମ୍ପର୍କୀୟ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେହେତୁ ତୁମ୍ଭେ ଯେ ସାଧ୍ଵୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼଠାରୁ ନିକଟସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅର୍ଛି । Gade chapit laଓଡିଆ ବାଇବେଲ12 ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋ’ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼ ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି। Gade chapit la |
ଏଠାରେ ଥିବା ଲୋକମାନଙ୍କ ସମ୍ମୁଖରେ ଓ ମୋର ଲୋକମାନଙ୍କର ପ୍ରାଚୀନମାନଙ୍କ ସମ୍ମୁଖରେ ମୁଁ ତୁମ୍ଭକୁ କହିବା ପାଇଁ ନିଷ୍ପତ୍ତି କରିଛି। ଯଦି ତୁମ୍ଭେ ଏହାକୁ କିଣିବାକୁ ଗ୍ଭହଁ, ତେବେ ଏହାକୁ କିଣ! ଯଦି ଏହା ତୁମ୍ଭେ କିଣିବାକୁ ନ ଗ୍ଭହଁ, ତେବେ ମୋତେ କୁହ ଓ ମୁଁ ଏହାକୁ କିଣିବି ଯେହେତୁ ତୁମ୍ଭେ ଜାଣ, ତୁମ୍ଭ ପରେ ମୁଁ ଯଥାର୍ଥ ଲୋକ ଯାହାର ଏହି ଜାଗାକୁ କିଣିବା ପାଇଁ ଅଧିକାର ଅଛି। ଯଦି ତୁମ୍ଭେ କିଣିବାକୁ ଗ୍ଭହଁ ନାହିଁ, ତେବେ ମୁଁ ଏହାକୁ କିଣିବି।”